Psalms 107:20 — Compare Translations

5 translations compared side by side

Odia - 1840
"ପରମେଶ୍ବର ଆପଣା ଆଦେଶ ପଠାଇ ତାଙ୍କୁ ସୁସ୍ଥ କଲେ। ଏବଂ ସେ ବିନାଶରୁ ସମାନଙ୍କେୁ ମୁକ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ବାକ୍ୟ ପଠାଇ ସେମାନଙ୍କୁ ସୁସ୍ଥ କରନ୍ତି, ପୁଣି ବିନାଶରୁ ସେମାନଙ୍କୁ ଉଦ୍ଧାର କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଆପଣା ଆଦେଶ ପଠାଇ ତାଙ୍କୁ ସୁସ୍ଥ କଲେ। ଏବଂ ସେ ବିନାଶରୁ ସେମାନଙ୍କୁ ମୁକ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ବାକ୍ୟ ପଠାଇ ସେମାନଙ୍କୁ ସୁସ୍ଥ କରନ୍ତି, ପୁଣି, ବିନାଶରୁ ସେମାନଙ୍କୁ ଉଦ୍ଧାର କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ବାକ୍ୟ ପଠାଇ ସେମାନଙ୍କୁ ସୁସ୍ଥ କରନ୍ତି, ପୁଣି, ବିନାଶରୁ ସେମାନଙ୍କୁ ଉଦ୍ଧାର କରନ୍ତି।