Psalms 107:21 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କୁ ତାଙ୍କର ସ୍ନହପେୂର୍ଣ୍ଣ କରୁଣା ନିମନ୍ତେ ଧନ୍ଯବାଦ କର କାରଣ ସେ ଆପଣା ଲୋକମାନଙ୍କ ପାଇଁ ଆଶ୍ଚର୍ୟ୍ଯ କର୍ମମାନ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କୁ ତାଙ୍କର ସ୍ନେହପୂର୍ଣ୍ଣ କରୁଣା ନିମନ୍ତେ ଧନ୍ୟବାଦ କର କାରଣ ସେ ଆପଣା ଲୋକମାନଙ୍କ ପାଇଁ ଆଶ୍ଚର୍ଯ୍ୟ କର୍ମମାନ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ।