Psalms 107:23 — Compare Translations

5 translations compared side by side

Odia - 1840
"କେତକେ ଲୋକ ସମାନଙ୍କେର କାର୍ୟ୍ଯ ପାଇଁ ନେ ୗକାରେ ସମୁଦ୍ର ପାର ହୁଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ଜାହାଜ ଚଢ଼ି ସମୁଦ୍ର-ଯାତ୍ରା କରନ୍ତି, ଯେଉଁମାନେ ମହାଜଳରାଶିରେ କାରବାର କରନ୍ତି,
Odia Bible ERV 2004 (ପବିତ୍ର ବାଇବଲ)
କେତେକ ଲୋକ ସେମାନଙ୍କର କାର୍ଯ୍ୟ ପାଇଁ ନୌକାରେ ସମୁଦ୍ର ପାର ହୁଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ଜାହାଜ ଚଢ଼ି ସମୁଦ୍ରଯାତ୍ରା କରନ୍ତି, ଯେଉଁମାନେ ମହାଜଳରାଶିରେ କାରବାର କରନ୍ତି,
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ଜାହାଜ ଚଢ଼ି ସମୁଦ୍ରଯାତ୍ରା କରନ୍ତି, ଯେଉଁମାନେ ମହାଜଳରାଶିରେ କାରବାର କରନ୍ତି,