Psalms 107:25 — Compare Translations

5 translations compared side by side

Odia - 1840
"ପରମେଶ୍ବର ଆଜ୍ଞା କଲେ ଏବଂ ପ୍ରବଳ ବାଯୁ ଉଠି ଆସିଲା। ଢ଼େଉଗୁଡ଼ିକ ସମୁଦ୍ରର ଦୁଇଗୁଣ ଉପର ଉଚ୍ଚରେ ଆସିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ସେ ଆଜ୍ଞା ଦେଲେ, ପ୍ରଚଣ୍ତ ବାୟୁ ଉଠଇ, ତଦ୍ଦ୍ଵାରା ସମୁଦ୍ରର ତରଙ୍ଗମାଳା ଉଠେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଆଜ୍ଞା କଲେ ଏବଂ ପ୍ରବଳ ବାୟୁ ଉଠି ଆସିଲା। ଢେଉଗୁଡ଼ିକ ସମୁଦ୍ରର ଦୁଇଗୁଣ ଉପର ଉଚ୍ଚରେ ଆସିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ସେ ଆଜ୍ଞା ଦେଲେ, ପ୍ରଚଣ୍ଡ ବାୟୁ ଉଠଇ, ତଦ୍ଦ୍ୱାରା ସମୁଦ୍ରର ତରଙ୍ଗମାଳା ଉଠେ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ସେ ଆଜ୍ଞା ଦେଲେ, ପ୍ରଚଣ୍ଡ ବାୟୁ ଉଠଇ, ତଦ୍ଦ୍ୱାରା ସମୁଦ୍ରର ତରଙ୍ଗମାଳା ଉଠେ।