Psalms 107:26 — Compare Translations

5 translations compared side by side

Odia - 1840
"ସମାନେେ ସହେି ଢ଼େଉରେ ଆକାଶକୁ ଉଠିଲେ ଓ ଏହାପରେ ଜଳଗର୍ଭକୁ ଖସିଲେ। ଝଡ଼ ଏତେ ବିପଦପୂର୍ଣ୍ଣ ଥିଲା ୟେ, ସମାନେେ ସମାନଙ୍କେର ସାହସ ହରାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଆକାଶକୁ ଉଠନ୍ତି, ପୁନର୍ବାର ସେମାନେ ଗଭୀର ଜଳକୁ ଉତ୍ତରନ୍ତି; ବିପଦ ସକାଶୁ ସେମାନଙ୍କ ପ୍ରାଣ ତରଳି ଯାଏ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସେହି ଢେଉରେ ଆକାଶକୁ ଉଠିଲେ ଓ ଏହା ପରେ ଜଳଗର୍ଭକୁ ଖସିଲେ। ଝଡ଼ ଏତେ ବିପଦପୂର୍ଣ୍ଣ ଥିଲା ଯେ, ସେମାନେ ସେମାନଙ୍କର ସାହସ ହରାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଆକାଶକୁ ଉଠନ୍ତି, ପୁନର୍ବାର ସେମାନେ ଗଭୀର ଜଳକୁ ଉତ୍ତରନ୍ତି; ବିପଦ ସକାଶୁ ଲୋକମାନଙ୍କ ପ୍ରାଣ ତରଳି ଯାଏ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଆକାଶକୁ ଉଠନ୍ତି, ପୁନର୍ବାର ସେମାନେ ଗଭୀର ଜଳକୁ ଉତ୍ତରନ୍ତି; ବିପଦ ସକାଶୁ ଲୋକମାନଙ୍କ ପ୍ରାଣ ତରଳି ଯାଏ।