Psalms 107:27 — Compare Translations

5 translations compared side by side

Odia - 1840
"ସମାନେେ ମତ୍ତଲୋକ ପରି ଏକଡ଼ ସକେଡ଼ ଦୋହଲନ୍ତି। ଏବଂ ସମାନଙ୍କେର ବୁଦ୍ଧି ହଜିୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ମତ୍ତଲୋକ ପରି ଏଣେତେଣେ ଦୋହଲି ଢଳି ପଡ଼ନ୍ତି ଓ ସେମାନଙ୍କ ବୁଦ୍ଧି ହଜିଯାଏ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମତ୍ତଲୋକ ପରି ଏକଡ଼ ସେକଡ଼ ଦୋହଲନ୍ତି। ଏବଂ ସେମାନଙ୍କର ବୁଦ୍ଧି ହଜିଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ମତ୍ତ ଲୋକ ପରି ଏଣେତେଣେ ଦୋହଲି ଢଳି ପଡ଼ନ୍ତି ଓ ସେମାନଙ୍କ ବୁଦ୍ଧି ହଜିଯାଏ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ମତ୍ତଲୋକ ପରି ଏଣେତେଣେ ଦୋହଲି ଢଳି ପଡ଼ନ୍ତି ଓ ସେମାନଙ୍କ ବୁଦ୍ଧି ହଜିଯାଏ।