Psalms 107:28 — Compare Translations

5 translations compared side by side

Odia - 1840
"ତବେେ ସମାନେେ ଆପଣା ସଙ୍କଟ ସମଯରେ ସଦାପ୍ରଭୁଙ୍କଠାରେ ସହାୟତା ପାଇଁ କାକୁକ୍ତି କଲେ ଏବଂ ତହିଁରେ ପରମେଶ୍ବର ସମାନଙ୍କେୁ ସଙ୍କଟରୁ ଉଦ୍ଧାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେମାନେ ଆପଣା ଆପଣା ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୁକ୍ତି କରନ୍ତି, ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ଉଦ୍ଧାର କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ସେମାନେ ଆପଣା ସଙ୍କଟ ସମୟରେ ସଦାପ୍ରଭୁଙ୍କଠାରେ ସହାୟତା ପାଇଁ କାକୁକ୍ତି କଲେ ଏବଂ ତହିଁରେ ପରମେଶ୍ୱର ସେମାନଙ୍କୁ ସଙ୍କଟରୁ ଉଦ୍ଧାର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେମାନେ ଆପଣା ଆପଣା ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରନ୍ତି, ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ଉଦ୍ଧାର କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ତେବେ ସେମାନେ ଆପଣା ଆପଣା ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରନ୍ତି, ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ଉଦ୍ଧାର କରନ୍ତି।