Psalms 107:29 — Compare Translations
5 translations compared side by side
Odia - 1840
"ପରମେଶ୍ବର ବତାସକୁ ସ୍ଥିର କଲେ ଓ ସମୁଦ୍ରର ତରଙ୍ଗମାଳାକୁ ଶାନ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ବତାସକୁ ସୁସ୍ଥିର କରନ୍ତି, ତହୁଁ ସମୁଦ୍ରର ତରଙ୍ଗମାଳା ନିରସ୍ତ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ବତାସକୁ ସ୍ଥିର କଲେ ଓ ସମୁଦ୍ରର ତରଙ୍ଗମାଳାକୁ ଶାନ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ବତାସକୁ ସୁସ୍ଥିର କରନ୍ତି, ତହୁଁ ସମୁଦ୍ରର ତରଙ୍ଗମାଳା ନିରସ୍ତ ହୁଏ।
Odia IRV 2017 (ଓଡିଆ ବାଇବେଲ)
ସେ ବତାସକୁ ସୁସ୍ଥିର କରନ୍ତି, ତହୁଁ ସମୁଦ୍ରର ତରଙ୍ଗମାଳା ନିରସ୍ତ ହୁଏ।