Psalms 107:3 — Compare Translations

5 translations compared side by side

Odia - 1840
"ବିଭିନ୍ନ ଦେଶମାନଙ୍କରୁ ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଏକତ୍ରୀତ କଲେ। ସେ ସମାନଙ୍କେୁ ପୂର୍ବ, ପଶ୍ଚିମ, ଉତ୍ତର ଓ ନଦୀ ସମୁଦ୍ର ସ୍ଥାନରୁ ଏକତ୍ରୀତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉତ୍ତର ଓ ଦକ୍ଷିଣରୁ ସଂଗ୍ରହ କରିଅଛନ୍ତି, ସଦାପ୍ରଭୁଙ୍କ ସେହି ମୁକ୍ତ ଲୋକମାନେ ତାହା କହନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ବିଭିନ୍ନ ଦେଶମାନଙ୍କରୁ ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଏକତ୍ରିତ କଲେ। ସେ ସେମାନଙ୍କୁ ପୂର୍ବ, ପଶ୍ଚିମ, ଉତ୍ତର ଓ ନଦୀ ସମୁଦ୍ର ସ୍ଥାନରୁ ଏକତ୍ରିତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉତ୍ତର ଓ ଦକ୍ଷିଣରୁ ସଂଗ୍ରହ କରିଅଛନ୍ତି, ସଦାପ୍ରଭୁଙ୍କ ସେହି ମୁକ୍ତ ଲୋକମାନେ ତାହା କହନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଉତ୍ତର ଓ ଦକ୍ଷିଣରୁ ସଂଗ୍ରହ କରିଅଛନ୍ତି, ସଦାପ୍ରଭୁଙ୍କ ସେହି ମୁକ୍ତ ଲୋକମାନେ ତାହା କହନ୍ତୁ।