Psalms 107:30 — Compare Translations

5 translations compared side by side

Odia - 1840
"ସମୁଦ୍ର ଶାନ୍ତ ହାଇଗେଲା ବୋଲି ନାବିକମାନେ ଖୁସି ହେଲେ, କାରଣ ସମାନେେ ଯେଉଁଠାକୁ ୟିବାକୁ ଚାହିଁଥିଲେ ପରମେଶ୍ବର ତାଙ୍କୁ ପୋତାଶଯକୁ ନିରାପଦରେ ଆଗଇେ ନଲେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେସବୁ ନିବୃତ୍ତ ହେବା ସକାଶୁ ସେମାନେ ଆନନ୍ଦ କରନ୍ତି; ଏହିରୂପେ ସେ ସେମାନଙ୍କୁ ବାଞ୍ଛିତ ବନ୍ଦରରେ ପ୍ରବେଶ କରାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସମୁଦ୍ର ଶାନ୍ତ ହୋଇଗଲା ବୋଲି ନାବିକମାନେ ଖୁସୀ ହେଲେ, କାରଣ ସେମାନେ ଯେଉଁଠାକୁ ଯିବାକୁ ଗ୍ଭହିଁଥିଲେ ପରମେଶ୍ୱର ତାଙ୍କୁ ପୋତାଶ୍ରୟକୁ ନିରାପଦରେ ଆଗେଇ ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେସବୁ ନିବୃତ୍ତ ହେବା ସକାଶୁ ସେମାନେ ଆନନ୍ଦ କରନ୍ତି; ଏହିରୂପେ ସେ ସେମାନଙ୍କୁ ବାଞ୍ଛିତ ବନ୍ଦରରେ ପ୍ରବେଶ କରାନ୍ତି।
Odia IRV 2017 (ଓଡିଆ ବାଇବେଲ)
ତେବେ ସେସବୁ ନିବୃତ୍ତ ହେବା ସକାଶୁ ସେମାନେ ଆନନ୍ଦ କରନ୍ତି; ଏହିରୂପେ ସେ ସେମାନଙ୍କୁ ବାଞ୍ଛିତ ବନ୍ଦରରେ ପ୍ରବେଶ କରାନ୍ତି।