Psalms 107:32 — Compare Translations
5 translations compared side by side
Odia - 1840
"ଲୋକମାନଙ୍କ ମହାସଭାରେ ପରମେଶ୍ବରଙ୍କର ପ୍ରଶଂସା କରିବା ଉଚିତ୍ ଓ ପ୍ରାଚୀନବର୍ଗମାନଙ୍କ ସଭାରେ ତାଙ୍କ ପ୍ରଶଂସା କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେମାନେ ଲୋକମାନଙ୍କ ସମାଜରେ ତାହାଙ୍କର ପ୍ରତିଷ୍ଠା କରନ୍ତୁ ଓ ପ୍ରାଚୀନମାନଙ୍କ ସଭାରେ ତାହାଙ୍କର ପ୍ରଶଂସା କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନଙ୍କ ମହାସଭାରେ ପରମେଶ୍ୱରଙ୍କର ପ୍ରଶଂସା କରିବା ଉଚିତ୍ ଓ ପ୍ରାଚୀନବର୍ଗମାନଙ୍କ ସଭାରେ ତାଙ୍କ ପ୍ରଶଂସା କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସେମାନେ ଲୋକମାନଙ୍କ ସମାଜରେ ତାହାଙ୍କର ପ୍ରତିଷ୍ଠା କରନ୍ତୁ ଓ ପ୍ରାଚୀନମାନଙ୍କ ସଭାରେ ତାହାଙ୍କର ପ୍ରଶଂସା କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସେମାନେ ଲୋକମାନଙ୍କ ସମାଜରେ ତାହାଙ୍କର ପ୍ରତିଷ୍ଠା କରନ୍ତୁ ଓ ପ୍ରାଚୀନମାନଙ୍କ ସଭାରେ ତାହାଙ୍କର ପ୍ରଶଂସା କରନ୍ତୁ।