Psalms 107:33 — Compare Translations

5 translations compared side by side

Odia - 1840
"ପରମେଶ୍ବର ନଦନଦୀକୁ ମରୁଭୂମିରେ ପରିଣତ କରିପାରିବେ ଏବଂ ଝରଣାର ଜଳ ସୋର୍ତକୁ ବନ୍ଦ କରିପାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ନଦନଦୀକି ପ୍ରାନ୍ତର ଓ ନିର୍ଝରସକଳକୁ ଶୁଷ୍କ ଭୂମି କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ନଦନଦୀକୁ ମରୁଭୂମିରେ ପରିଣତ କରି ପାରିବେ ଏବଂ ଝରଣାର ଜଳସ୍ରୋତକୁ ବନ୍ଦ କରି ପାରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ନଦ-ନଦୀକୁ ପ୍ରାନ୍ତର ଓ ନିର୍ଝରସକଳକୁ ଶୁଷ୍କ ଭୂମି କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ନଦନଦୀକୁ ପ୍ରାନ୍ତର ଓ ନିର୍ଝରସକଳକୁ ଶୁଷ୍କ ଭୂମି କରନ୍ତି।