Psalms 107:34 — Compare Translations
5 translations compared side by side
Odia - 1840
"ପରମେଶ୍ବର ଉର୍ବର ଜମିକୁ ଲବଣାକ୍ତ ଭୂମିରେ ବଦଳାଇ ପାରନ୍ତି। କାରଣ ଦେଶର ଅଧର୍ମୀ ଲୋକମାନେ ସଠାେରେ ବାସ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଦେଶନିବାସୀମାନଙ୍କ ଦୁଷ୍ଟତା ସକାଶୁ ଉର୍ବରା ଦେଶକୁ ଲବଣ-ପ୍ରାନ୍ତର କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଉର୍ବର ଜମିକୁ ଲବଣାକ୍ତ ଭୂମିରେ ବଦଳାଇ ପାରନ୍ତି। କାରଣ ଦେଶର ଅଧର୍ମୀ ଲୋକମାନେ ସେଠାରେ ବାସ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଦେଶନିବାସୀମାନଙ୍କ ଦୁଷ୍ଟତା ସକାଶୁ ଉର୍ବରା ଦେଶକୁ ଲବଣ-ପ୍ରାନ୍ତର କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ଦେଶନିବାସୀମାନଙ୍କ ଦୁଷ୍ଟତା ସକାଶୁ ଉର୍ବରା ଦେଶକୁ ଲବଣ-ପ୍ରାନ୍ତର କରନ୍ତି।