Psalms 107:35 — Compare Translations

5 translations compared side by side

Odia - 1840
"କିନ୍ତୁ ପରମେଶ୍ବର ମଧ୍ଯ ମରୁଭୂମିକୁ ଜଳାଶଯରେ ପରିବର୍ତ୍ତିତ କରିପାରନ୍ତି। ସେ ପୁଣି ଶୁଷ୍କ ଭୂମିରେ ଝରଣା ବୁହାଇ ପାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପ୍ରାନ୍ତରକୁ ଜଳାଶୟ ଓ ଶୁଷ୍କ ଭୂମିକି ଝରମୟ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପରମେଶ୍ୱର ମଧ୍ୟ ମରୁଭୂମିକୁ ଜଳାଶୟରେ ପରିବର୍ତ୍ତିତ କରି ପାରନ୍ତି। ସେ ପୁଣି ଶୁଷ୍କ ଭୂମିରେ ଝରଣା ବୁହାଇ ପାରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପ୍ରାନ୍ତରକୁ ଜଳାଶୟ ଓ ଶୁଷ୍କ ଭୂମିକୁ ଝରମୟ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ପ୍ରାନ୍ତରକୁ ଜଳାଶୟ ଓ ଶୁଷ୍କ ଭୂମିକୁ ଝରମୟ କରନ୍ତି।