Psalms 107:36 — Compare Translations
5 translations compared side by side
Odia - 1840
"ପରମେଶ୍ବର କ୍ଷୁଧାର୍ତ୍ତ ଲୋକମାନଙ୍କୁ ଉର୍ବର ଭୂମିକୁ ଆଗଇେ ନିଅନ୍ତି। ଏବଂ ସଠାେରେ ସମାନେେ ତାଙ୍କର ରହିବା ପାଇଁ ନୂତନ ସହର ସୃଷ୍ଟି କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, କ୍ଷୁଧିତ ଲୋକମାନେ ଯେପରି ବସତି-ନଗର ନିର୍ମାଣ କରିବେ ଓ କ୍ଷେତ୍ରରେ ବୀଜ ବପନ ଓ ଦ୍ରାକ୍ଷାଲତା ରୋପଣ କରିବେ
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କ୍ଷୁଧାର୍ତ୍ତ ଲୋକମାନଙ୍କୁ ଉର୍ବର ଭୂମିକୁ ଆଗେଇ ନିଅନ୍ତି। ଏବଂ ସେଠାରେ ସେମାନେ ତାଙ୍କର ରହିବା ପାଇଁ ନୂତନ ସହର ସୃଷ୍ଟି କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କ୍ଷୁଧିତ ଲୋକମାନେ ଯେପରି ବସତି-ନଗର ନିର୍ମାଣ କରିବେ ଓ କ୍ଷେତ୍ରରେ ବୀଜ ବପନ ଓ ଦ୍ରାକ୍ଷାଲତା ରୋପଣ କରିବେ
Odia IRV 2017 (ଓଡିଆ ବାଇବେଲ)
ପୁଣି, କ୍ଷୁଧିତ ଲୋକମାନେ ଯେପରି ବସତି-ନଗର ନିର୍ମାଣ କରିବେ ଓ କ୍ଷେତ୍ରରେ ବୀଜ ବପନ ଓ ଦ୍ରାକ୍ଷାଲତା ରୋପଣ କରିବେ