Psalms 107:37 — Compare Translations

5 translations compared side by side

Odia - 1840
"ସହେି ଲୋକମାନେ ସମାନଙ୍କେର ଜମିରେ ବୀଜ ରୋପଣ କଲେ ଓ ସମାନେେ ଦ୍ରାକ୍ଷାଲତା ଲଗଇେଲେ ଏବଂ ଭଲ ଫସଲ ଅମଳ କରିପାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ତଦୁତ୍ପନ୍ନ ଫଳ ପ୍ରାପ୍ତ ହେବେ, ଏଥିପାଇଁ ସେସ୍ଥାନରେ ସେ ସେମାନଙ୍କୁ ବାସ କରାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ସେମାନଙ୍କର ଜମିରେ ବୀଜ ରୋପଣ କଲେ ଓ ସେମାନେ ଦ୍ରାକ୍ଷାଲତା ଲଗେଇଲେ ଏବଂ ଭଲ ଫସଲ ଅମଳ କରି ପାରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ତଦୁତ୍ପନ୍ନ ଫଳ ପ୍ରାପ୍ତ ହେବେ, ଏଥିପାଇଁ ସେସ୍ଥାନରେ ସେ ସେମାନଙ୍କୁ ବାସ କରାନ୍ତି।
Odia IRV 2017 (ଓଡିଆ ବାଇବେଲ)
ଓ ତଦୁତ୍ପନ୍ନ ଫଳ ପ୍ରାପ୍ତ ହେବେ, ଏଥିପାଇଁ ସେସ୍ଥାନରେ ସେ ସେମାନଙ୍କୁ ବାସ କରାନ୍ତି।