Psalms 107:38 — Compare Translations

5 translations compared side by side

Odia - 1840
"ପରମେଶ୍ବର ସମାନଙ୍କେୁ ଆଶୀର୍ବାଦ କରନ୍ତି। ତହିଁରେ ସମାନେେ ଅତିଶଯ ବୃଦ୍ଧି ପାନ୍ତି। ଏବଂ ସମାନଙ୍କେର ବହୁତ ପଶୁପଲ ଊଣା ହୁଅନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେ ସେମାନଙ୍କୁ ଆଶୀର୍ବାଦ କରନ୍ତି, ତହିଁରେ ସେମାନେ ଅତିଶୟ ବୃଦ୍ଧି ପାଆନ୍ତି; ପୁଣି, ସେ ସେମାନଙ୍କ ପଶୁପଲ ଊଣା ହେବାକୁ ଦିଅନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରନ୍ତି। ତହିଁରେ ସେମାନେ ଅତିଶୟ ବୃଦ୍ଧି ପା’ନ୍ତି। ଏବଂ ସେମାନଙ୍କର ବହୁତ ପଶୁପଲ ଊଣା ହୁଅନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସେ ସେମାନଙ୍କୁ ଆଶୀର୍ବାଦ କରନ୍ତି, ତହିଁରେ ସେମାନେ ଅତିଶୟ ବୃଦ୍ଧି ପାଆନ୍ତି; ପୁଣି, ସେ ସେମାନଙ୍କ ପଶୁପଲ ଊଣା ହେବାକୁ ଦିଅନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସେ ସେମାନଙ୍କୁ ଆଶୀର୍ବାଦ କରନ୍ତି, ତହିଁରେ ସେମାନେ ଅତିଶୟ ବୃଦ୍ଧି ପାଆନ୍ତି; ପୁଣି, ସେ ସେମାନଙ୍କ ପଶୁପଲ ଊଣା ହେବାକୁ ଦିଅନ୍ତି ନାହିଁ।