Psalms 107:39 — Compare Translations

5 translations compared side by side

Odia - 1840
"ଯେତବେେଳେ ପରମେଶ୍ବରଙ୍କର ଲୋକମାନେ େଛାଟ ହାଇଗେଲେ ଏବଂ ଅତ୍ଯାଚାର, ଅସୁବିଧା ଏବଂ ଦୁଃଖ ଯୋଗୁଁ ଅପମାନିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁନର୍ବାର ସେମାନେ ଉପଦ୍ରବ, ବିପଦ ଓ ଶୋକ ଦ୍ଵାରା ନ୍ୟୂନୀକୃତ ଓ ଅବନତ ହୁଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ପରମେଶ୍ୱରଙ୍କର ଲୋକମାନେ ଛୋଟ ହୋଇଗଲେ ଏବଂ ଅତ୍ୟାଗ୍ଭର, ଅସୁବିଧା ଏବଂ ଦୁଃଖ ଯୋଗୁଁ ଅପମାନିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁନର୍ବାର ସେମାନେ ଉପଦ୍ରବ, ବିପଦ ଓ ଶୋକ ଦ୍ୱାରା ନ୍ୟୂନୀକୃତ ଓ ଅବନତ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁନର୍ବାର ସେମାନେ ଉପଦ୍ରବ, ବିପଦ ଓ ଶୋକ ଦ୍ୱାରା ନ୍ୟୁନୀକୃତ ଓ ଅବନତ ହୁଅନ୍ତି।