Psalms 107:4 — Compare Translations
5 translations compared side by side
Odia - 1840
"ସମାନଙ୍କେ ମଧ୍ଯରୁ କେତକେ ଶୁଷ୍କ ମରୁଭୂମିରେ ଏଣତେଣେେ ଭ୍ରମଣ କଲେ। ସମାନେେ ସହରରେ ବାସ କରିବାକୁ ଏକ ସ୍ଥାନ ଖାଜେୁଥିଲେ, ସମାନେେ ପାଇଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ପ୍ରାନ୍ତରରେ ନିର୍ଜ୍ଜନ ପଥରେ ଭ୍ରମଣ କଲେ; ସେମାନେ କୌଣସି ବସତି-ନଗର ପାଇଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ମଧ୍ୟରୁ କେତେକ ଶୁଷ୍କ ମରୁଭୂମିରେ ଏଣେତେଣେ ଭ୍ରମଣ କଲେ। ସେମାନେ ସହରରେ ବାସ କରିବାକୁ ଏକ ସ୍ଥାନ ଖୋଜୁଥିଲେ, କିନ୍ତୁ ସେମାନେ ପାଇଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ପ୍ରାନ୍ତରରେ ନିର୍ଜନ ପଥରେ ଭ୍ରମଣ କଲେ; ସେମାନେ କୌଣସି ବସତି-ନଗର ପାଇଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ପ୍ରାନ୍ତରରେ ନିର୍ଜ୍ଜନ ପଥରେ ଭ୍ରମଣ କଲେ; ସେମାନେ କୌଣସି ବସତି-ନଗର ପାଇଲେ ନାହିଁ।