Psalms 107:40 — Compare Translations
5 translations compared side by side
Odia - 1840
"ପରମେଶ୍ବର ସମାନଙ୍କେର ଅଧିପତିମାନଙ୍କୁ ଅପମାନିତ ଓ ବିଚଳିତ କରିଥିଲେ, ଯେଉଁମାନେ ତାଙ୍କୁ ଅତ୍ଯାଚାର କରିଥିଲେ। ପୁଣି ସମାନଙ୍କେୁ ପଥହୀନ ମରୁଭୂମିରେ ଭ୍ରମଣ କରାଇଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଅଧିପତିମାନଙ୍କ ଉପରେ ତୁଚ୍ଛତା ଢାଳି ଦିଅନ୍ତି, ପୁଣି ସେମାନଙ୍କୁ ପଥହୀନ ମରୁଭୂମିରେ ଭ୍ରମଣ କରାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସେମାନଙ୍କର ଅଧିପତିମାନଙ୍କୁ ଅପମାନିତ ଓ ବିଚଳିତ କରିଥିଲେ, ଯେଉଁମାନେ ତାଙ୍କୁ ଅତ୍ୟାଗ୍ଭର କରିଥିଲେ। ପୁଣି ସେମାନଙ୍କୁ ପଥହୀନ ମରୁଭୂମିରେ ଭ୍ରମଣ କରାଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଅଧିପତିମାନଙ୍କ ଉପରେ ତୁଚ୍ଛତା ଢାଳି ଦିଅନ୍ତି, ପୁଣି, ସେମାନଙ୍କୁ ପଥହୀନ ମରୁଭୂମିରେ ଭ୍ରମଣ କରାନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ଅଧିପତିମାନଙ୍କ ଉପରେ ତୁଚ୍ଛତା ଢାଳି ଦିଅନ୍ତି, ପୁଣି, ସେମାନଙ୍କୁ ପଥହୀନ ମରୁଭୂମିରେ ଭ୍ରମଣ କରାନ୍ତି।