Psalms 107:41 — Compare Translations
5 translations compared side by side
Odia - 1840
"କିନ୍ତୁ ପରମେଶ୍ବର ସହେି ଦୀନହୀନ ଲୋକମାନଙ୍କୁ ଦୁଃଖରୁ ଉଦ୍ଧାର କଲେ। ସେ ସମାନଙ୍କେର ପରିବାରକୁ ମଷେପଲ ତୁଲ୍ଯ ପାଳନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ସେ ଦୀନହୀନକୁ ଦୁଃଖରୁ ଉଚ୍ଚରେ ସ୍ଥାପନ କରନ୍ତି ଓ ମେଷପଲ ତୁଲ୍ୟ ତାହାକୁ ପରିବାର ଦିଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପରମେଶ୍ୱର ସେହି ଦୀନହୀନ ଲୋକମାନଙ୍କୁ ଦୁଃଖରୁ ଉଦ୍ଧାର କଲେ। ସେ ସେମାନଙ୍କର ପରିବାରକୁ ମେଷପଲ ତୁଲ୍ୟ ପାଳନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସେ ଦୀନହୀନକୁ ଦୁଃଖରୁ ଉଚ୍ଚରେ ସ୍ଥାପନ କରନ୍ତି ଓ ମେଷପଲ ତୁଲ୍ୟ ତାହାକୁ ପରିବାର ଦିଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ତଥାପି ସେ ଦୀନହୀନକୁ ଦୁଃଖରୁ ଉଚ୍ଚରେ ସ୍ଥାପନ କରନ୍ତି ଓ ମେଷପଲ ତୁଲ୍ୟ ତାହାକୁ ପରିବାର ଦିଅନ୍ତି।