Psalms 107:42 — Compare Translations

5 translations compared side by side

Odia - 1840
"ସରଳ ଲୋକମାନେ ତାହା ଦେଖି ଆନନ୍ଦିତ ହେଲେ ଏବଂ ଦୁଷ୍ଟ ଲୋକମାନେ କ'ଣ କହିବା କଥା ତାହା ଜାଣନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସରଳ ଲୋକମାନେ ତାହା ଦେଖି ଆନନ୍ଦିତ ହେବେ; ପୁଣି ସବୁ ଅଧର୍ମ ଆପଣା ମୁଖ ବନ୍ଦ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସରଳ ଲୋକମାନେ ତାହା ଦେଖି ଆନନ୍ଦିତ ହେଲେ ଏବଂ ଦୁଷ୍ଟ ଲୋକମାନେ କ’ଣ କହିବା କଥା ତାହା ଜାଣନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସରଳ ଲୋକମାନେ ତାହା ଦେଖି ଆନନ୍ଦିତ ହେବେ; ପୁଣି, ସବୁ ଅଧର୍ମ ଆପଣା ମୁଖ ବନ୍ଦ କରିବ।
Odia IRV 2017 (ଓଡିଆ ବାଇବେଲ)
ସରଳ ଲୋକମାନେ ତାହା ଦେଖି ଆନନ୍ଦିତ ହେବେ; ପୁଣି, ସବୁ ଅଧର୍ମ ଆପଣା ମୁଖ ବନ୍ଦ କରିବ।