Psalms 107:43 — Compare Translations
5 translations compared side by side
Odia - 1840
"ୟେ ଜ୍ଞାନବାନ୍, ସେ ଏହିସବୁ ବିଷଯରେ ମନୟୋଗ କରିବେ। ପୁଣି ସେ ପରମେଶ୍ବରଙ୍କର ପ୍ରକୃତ କରୁଣା ପ୍ରମେକୁ ସେ ବୁଝିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଜ୍ଞାନବାନ, ସେ ଏହିସବୁ ବିଷୟରେ ମନୋଯୋଗ କରିବ, ପୁଣି ସେମାନେ ସଦାପ୍ରଭୁଙ୍କ ବିବିଧ ଦୟା ବିବେଚନା କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେ ଜ୍ଞାନବାନ୍, ସେ ଏହିସବୁ ବିଷୟରେ ମନୋଯୋଗ କରିବ। ପୁଣି ସେ ପରମେଶ୍ୱରଙ୍କର ପ୍ରକୃତ କରୁଣା ପ୍ରେମକୁ ସେ ବୁଝିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଜ୍ଞାନବାନ, ସେ ଏହିସବୁ ବିଷୟରେ ମନୋଯୋଗ କରିବ, ପୁଣି, ସେମାନେ ସଦାପ୍ରଭୁଙ୍କ ବିବିଧ ଦୟା ବିବେଚନା କରିବେ।
Odia IRV 2017 (ଓଡିଆ ବାଇବେଲ)
ଯେ ଜ୍ଞାନବାନ, ସେ ଏହିସବୁ ବିଷୟରେ ମନୋଯୋଗ କରିବ, ପୁଣି, ସେମାନେ ସଦାପ୍ରଭୁଙ୍କ ବିବିଧ ଦୟା ବିବେଚନା କରିବେ।