Psalms 107:6 — Compare Translations

5 translations compared side by side

Odia - 1840
"ସମାନେେ ବିପଦରେ ଥିଲେ, ତଣେୁ ସମାନେେ ସଦାପ୍ରଭୁଙ୍କ ନିକଟରେ ସାହାୟ୍ଯ ପାଇଁ କାକୁକ୍ତି କଲେ। ଏବଂ ସେ ତାଙ୍କୁ ସହେି ବିପଦରୁ ମୁକ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେମାନେ ଆପଣାମାନଙ୍କ ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୁକ୍ତି କଲେ, ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ଉଦ୍ଧାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ବିପଦରେ ଥିଲେ, ତେଣୁ ସେମାନେ ସଦାପ୍ରଭୁଙ୍କ ନିକଟରେ ସାହାଯ୍ୟ ପାଇଁ କାକୁକ୍ତି କଲେ। ଏବଂ ସେ ତାଙ୍କୁ ସେହି ବିପଦରୁ ମୁକ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେମାନେ ଆପଣାମାନଙ୍କ ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କଲେ, ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ଉଦ୍ଧାର କଲେ।
Odia IRV 2017 (ଓଡିଆ ବାଇବେଲ)
ତେବେ ସେମାନେ ଆପଣାମାନଙ୍କ ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କଲେ, ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ଉଦ୍ଧାର କଲେ।