Psalms 107:7 — Compare Translations

5 translations compared side by side

Odia - 1840
"ପରମେଶ୍ବର ସମାନଙ୍କେୁ ବସତି ନଗରକୁ ଆଗଇେ ନଲେେ, ଯେଉଁଠାରେ ସମାନେେ ବାସ କରିପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେମାନେ ଯେପରି ବସତି-ନଗରକୁ ଯାଇ ପାରିବେ, ଏଥିପାଇଁ ସେ ସେମାନଙ୍କୁ ସଳଖ ପଥରେ ଘେନି ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସେମାନଙ୍କୁ ବସତି ନଗରକୁ ଆଗେଇ ନେଲେ, ଯେଉଁଠାରେ ସେମାନେ ବାସ କରି ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସେମାନେ ଯେପରି ବସତି-ନଗରକୁ ଯାଇ ପାରିବେ, ଏଥିପାଇଁ ସେ ସେମାନଙ୍କୁ ସଳଖ ପଥରେ ଘେନିଗଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସେମାନେ ଯେପରି ବସତି-ନଗରକୁ ଯାଇ ପାରିବେ, ଏଥିପାଇଁ ସେ ସେମାନଙ୍କୁ ସଳଖ ପଥରେ ଘେନି ଗଲେ।