Psalms 107:8 — Compare Translations
5 translations compared side by side
Odia - 1840
"ସମାନେେ ସଦାପ୍ରଭୁଙ୍କ କରୁଣା ପାଇଁ ତାଙ୍କୁ ଧନ୍ଯବାଦ କରିବା ଉଚିତ୍ କାରଣ ସେ ଲୋକମାନଙ୍କ ପାଇଁ ବହୁତ ଆଶ୍ଚର୍ୟ୍ଯ କର୍ମମାନ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସଦାପ୍ରଭୁଙ୍କ କରୁଣା ପାଇଁ ତାଙ୍କୁ ଧନ୍ୟବାଦ କରିବା ଉଚିତ୍ କାରଣ ସେ ଲୋକମାନଙ୍କ ପାଇଁ ବହୁତ ଆଶ୍ଚର୍ଯ୍ୟ କର୍ମମାନ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ।