Psalms 107:9 — Compare Translations
5 translations compared side by side
Odia - 1840
"କାରଣ ପରମେଶ୍ବର ତୃଷାର୍ତ୍ତ ପ୍ରାଣକୁ ଶାନ୍ତ କରିଛନ୍ତି। କ୍ଷୁଧାର୍ତ୍ତମାନଙ୍କର ଉଦର ପରମେଶ୍ବର ପୂର୍ଣ୍ଣ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ସେ ତୃଷିତ ପ୍ରାଣକୁ ପରିତୃପ୍ତ କରନ୍ତି ଓ କ୍ଷୁଧିତ ପ୍ରାଣକୁ ଉତ୍ତମ ଦ୍ରବ୍ୟରେ ପୂର୍ଣ୍ଣ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ପରମେଶ୍ୱର ତୃଷାର୍ତ୍ତ ପ୍ରାଣକୁ ଶାନ୍ତ କରିଛନ୍ତି। କ୍ଷୁଧାର୍ତ୍ତମାନଙ୍କର ଉଦର ପରମେଶ୍ୱର ପୂର୍ଣ୍ଣ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ସେ ତୃଷିତ ପ୍ରାଣକୁ ପରିତୃପ୍ତ କରନ୍ତି ଓ କ୍ଷୁଧିତ ପ୍ରାଣକୁ ଉତ୍ତମ ଦ୍ରବ୍ୟରେ ପୂର୍ଣ୍ଣ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ସେ ତୃଷିତ ପ୍ରାଣକୁ ପରିତୃପ୍ତ କରନ୍ତି ଓ କ୍ଷୁଧିତ ପ୍ରାଣକୁ ଉତ୍ତମ ଦ୍ରବ୍ୟରେ ପୂର୍ଣ୍ଣ କରନ୍ତି।