Psalms 108:1 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ମୁଁ ଗୀତଗାନ ଓ ପ୍ରଶଂସା କରିବି, ମାରେ ପ୍ରାଣ ଜାଗ୍ରତ ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦଙ୍କର ଗାନାର୍ଥକ ଗୀତ । ହେ ପରମେଶ୍ଵର, ମୋହର ଚିତ୍ତ ସୁସ୍ଥିର ଅଛି; ମୁଁ ଗାନ କରିବି, ହଁ, ମୁଁ ଆପଣା ଗୌରବ ସହିତ ପ୍ରଶଂସା ଗାନ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କ ପ୍ରଶଂସାପୂର୍ଣ୍ଣ ଏକ ଗୀତ। ହେ ପରମେଶ୍ୱର, ମୁଁ ଗୀତ ଗାନ ଓ ପ୍ରଶଂସା କରିବି, ମୋର ପ୍ରାଣ ଜାଗ୍ରତ ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ମୋହର ଚିତ୍ତ ସୁସ୍ଥିର ଅଛି; ମୁଁ ଗାନ କରିବି, ହଁ, ମୁଁ ଆପଣା ଗୌରବ ସହିତ ପ୍ରଶଂସା ଗାନ କରିବି।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ମୋହର ଚିତ୍ତ ସୁସ୍ଥିର ଅଛି; ମୁଁ ଗାନ କରିବି, ହଁ, ମୁଁ ଆପଣା ଗୌରବ ସହିତ ପ୍ରଶଂସା ଗାନ କରିବି।