Psalms 108:10 — Compare Translations

5 translations compared side by side

Odia - 1840
"କିଏ ମାେତେ ଶତ୍ରୁମାନଙ୍କ ଦୁର୍ଗକୁ ନଇୟିବେ? କିଏ ଇଦୋମ ବିରୁଦ୍ଧରେ ୟୁଦ୍ଧ କରିବାରେ ମାରେ ନତେୃତ୍ବ ନବେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିଏ ମୋତେ ଦୃଢ଼ ନଗରକୁ ଆଣିବ? କିଏ ମୋତେ ଇଦୋମ ପର୍ଯ୍ୟନ୍ତ କଢ଼ାଇ ଆଣିଅଛି?
Odia Bible ERV 2004 (ପବିତ୍ର ବାଇବଲ)
କିଏ ମୋତେ ଶତ୍ରୁମାନଙ୍କ ଦୁର୍ଗକୁ ନେଇଯିବ? କିଏ ଇଦୋମ ବିରୁଦ୍ଧରେ ଯୁଦ୍ଧ କରିବାରେ ମୋର ନେତୃତ୍ୱ ନେବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିଏ ମୋତେ ଦୃଢ଼ ନଗରକୁ ଆଣିବ? କିଏ ମୋତେ ଇଦୋମ ପର୍ଯ୍ୟନ୍ତ କଢ଼ାଇ ଆଣିଅଛି?
Odia IRV 2017 (ଓଡିଆ ବାଇବେଲ)
କିଏ ମୋତେ ଦୃଢ଼ ନଗରକୁ ଆଣିବ? କିଏ ମୋତେ ଇଦୋମ ପର୍ଯ୍ୟନ୍ତ କଢ଼ାଇ ଆଣିଅଛି?”