Psalms 108:11 — Compare Translations
5 translations compared side by side
Odia - 1840
"କିଏ ମାେତେ ସହେି ସକଳ ସହରକୁ ନବେ? କିଏ ଇଦୋମ ବିରୁଦ୍ଧରେ ୟୁଦ୍ଧ କରିବାରେ ମାରେ ନତେୃତ୍ବ ନବେ? ତୁମ୍ଭେ ନୁହଁ କି, ପରମେଶ୍ବର? କିନ୍ତୁ ତୁମ୍ଭେ ଆମ୍ଭକୁ ପରିତ୍ଯାଗ କଲ। ତୁମ୍ଭେ ଆମ୍ଭ ସୈନ୍ଯମାନଙ୍କ ସହିତ ଆଉ ଯାଉ ନାହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପରମେଶ୍ଵର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ? ପୁଣି, ହେ ପରମେଶ୍ଵର, ତୁମ୍ଭେ ଆମ୍ଭମାନଙ୍କ ସୈନ୍ୟ ସଙ୍ଗେ ଗମନ କରୁ ନାହଁ ।
Odia Bible ERV 2004 (ପବିତ୍ର ବାଇବଲ)
କିଏ ମୋତେ ସେହି ସକଳ ସହରକୁ ନେବ? କିଏ ଇଦୋମ ବିରୁଦ୍ଧରେ ଯୁଦ୍ଧ କରିବାରେ ମୋର ନେତୃତ୍ୱ ନେବ? ତୁମ୍ଭେ ନୁହଁ କି, ପରମେଶ୍ୱର? କିନ୍ତୁ ତୁମ୍ଭେ ଆମ୍ଭକୁ ପରିତ୍ୟାଗ କଲ। ତୁମ୍ଭେ ଆମ୍ଭ ସୈନ୍ୟମାନଙ୍କ ସହିତ ଆଉ ଯାଉ ନାହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ? ପୁଣି, ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କ ସୈନ୍ୟ ସଙ୍ଗେ ଗମନ କରୁ ନାହଁ।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ? ପୁଣି, ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କ ସୈନ୍ୟ ସଙ୍ଗେ ଗମନ କରୁ ନାହଁ।