Psalms 108:12 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ଆମ୍ଭର ଶତ୍ରୁମାନଙ୍କୁ ପରାସ୍ତ କରିବାରେ ଆମ୍ଭକୁ ସାହାୟ୍ଯ କର। ଲୋକମାନେ ଆମ୍ଭକୁ ସାହାୟ୍ଯ କରିପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିପକ୍ଷର ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; କାରଣ ମନୁଷ୍ୟର ସାହାଯ୍ୟ ବୃଥା ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ଆମ୍ଭର ଶତ୍ରୁମାନଙ୍କୁ ପରାସ୍ତ କରିବାରେ ଆମ୍ଭକୁ ସାହାଯ୍ୟ କର। ଲୋକମାନେ ଆମ୍ଭକୁ ସାହାଯ୍ୟ କରି ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିପକ୍ଷର ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; କାରଣ ମନୁଷ୍ୟର ସାହାଯ୍ୟ ବୃଥା।
Odia IRV 2017 (ଓଡିଆ ବାଇବେଲ)
ବିପକ୍ଷର ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; କାରଣ ମନୁଷ୍ୟର ସାହାଯ୍ୟ ବୃଥା।