Psalms 108:2 — Compare Translations

5 translations compared side by side

Odia - 1840
"ଜାଗ୍ରତ ହୁଅ! ହେ ମାରେ ପ୍ରାଣ, ଜାଗ୍ରତ ହୁଅ! ନବେଲ ଓ ବୀଣା, ଜାଗ୍ରତ ହୁଅ, ମୁଁ ଅତି ପ୍ରଭାତରେ ଜାଗ୍ରତ ହବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ନେବଲ ଓ ବୀଣେ, ଜାଗ; ମୁଁ ନିଜେ ଅତି ପ୍ରଭାତରେ ଜାଗିବି ।
Odia Bible ERV 2004 (ପବିତ୍ର ବାଇବଲ)
ଜାଗ୍ରତ ହୁଅ! ହେ ମୋର ପ୍ରାଣ, ଜାଗ୍ରତ ହୁଅ! ନେବଲ ଓ ବୀଣା, ଜାଗ୍ରତ ହୁଅ, ମୁଁ ଅତି ପ୍ରଭାତରେ ଜାଗ୍ରତ ହେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ନେବଲ ଓ ବୀଣେ, ଜାଗ; ମୁଁ ନିଜେ ଅତି ପ୍ରଭାତରେ ଜାଗିବି।
Odia IRV 2017 (ଓଡିଆ ବାଇବେଲ)
ହେ ନେବଲ ଓ ବୀଣେ, ଜାଗ; ମୁଁ ନିଜେ ଅତି ପ୍ରଭାତରେ ଜାଗିବି।