Psalms 108:3 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ, ମୁଁ ଜାତିମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା କରିବି। ମୁଁ ଲୋକ ସମୂହରେ ତୁମ୍ଭର ପ୍ରଶଂସାଗାନ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ମୁଁ ଗୋଷ୍ଠୀବର୍ଗ ମଧ୍ୟରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି ଓ ମୁଁ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ମୁଁ ଜାତିମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା କରିବି। ମୁଁ ଲୋକ ସମୂହରେ ତୁମ୍ଭର ପ୍ରଶଂସା ଗାନ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ମୁଁ ଗୋଷ୍ଠୀବର୍ଗ ମଧ୍ୟରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି ଓ ମୁଁ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୁଁ ଗୋଷ୍ଠୀବର୍ଗ ମଧ୍ୟରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି ଓ ମୁଁ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି।