Psalms 108:4 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତୁମ୍ଭର ପ୍ରମେ ଆକାଶଠାରୁ ମହତ୍। ତୁମ୍ଭର ବିଶ୍ବାସନୀଯତା ଗଗନସ୍ପର୍ଶୀ ଆକାଶ ପର୍ୟ୍ଯନ୍ତ ପହଞ୍ଚେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ତୁମ୍ଭର ଦୟା ଆକାଶ ଅପେକ୍ଷା ମହତ ଓ ତୁମ୍ଭର ସତ୍ୟତା ଗଗନସ୍ପର୍ଶୀ;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭର ପ୍ରେମ ଆକାଶଠାରୁ ମହତ୍। ତୁମ୍ଭର ବିଶ୍ୱାସନୀୟତା ଗଗନସ୍ପର୍ଶୀ ଆକାଶ ପର୍ଯ୍ୟନ୍ତ ପହଞ୍ଚେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ତୁମ୍ଭର ଦୟା ଆକାଶ ଅପେକ୍ଷା ମହତ ଓ ତୁମ୍ଭର ସତ୍ୟତା ଗଗନସ୍ପର୍ଶୀ;
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ତୁମ୍ଭର ଦୟା ଆକାଶ ଅପେକ୍ଷା ମହତ ଓ ତୁମ୍ଭର ସତ୍ୟତା ଗଗନସ୍ପର୍ଶୀ;