Psalms 108:5 — Compare Translations
5 translations compared side by side
Odia - 1840
"ପରମେଶ୍ବର, ତୁମ୍ଭର ମହାନତାକୁ ଆକାଶ ମଣ୍ତଳରେ ଦଖାେଅ। ତୁମ୍ଭର ମହିମା ସାରା ପୃଥିବୀକୁ ଦେଖିବାକୁ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପରମେଶ୍ଵର, ତୁମ୍ଭେ ଆକାଶମଣ୍ତଳ ଉପରେ ଉନ୍ନତ ହୁଅ ଓ ତୁମ୍ଭର ଗୌରବ ସମୁଦାୟ ପୃଥିବୀରେ ଉନ୍ନତ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର, ତୁମ୍ଭର ମହାନତାକୁ ଆକାଶ ମଣ୍ତଳରେ ଦେଖାଅ। ତୁମ୍ଭର ମହିମା ସାରା ପୃଥିବୀକୁ ଦେଖିବାକୁ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ତୁମ୍ଭେ ଆକାଶମଣ୍ଡଳ ଉପରେ ଉନ୍ନତ ହୁଅ ଓ ତୁମ୍ଭର ଗୌରବ ସମୁଦାୟ ପୃଥିବୀରେ ଉନ୍ନତ ହେଉ।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ତୁମ୍ଭେ ଆକାଶମଣ୍ଡଳ ଉପରେ ଉନ୍ନତ ହୁଅ ଓ ତୁମ୍ଭର ଗୌରବ ସମୁଦାୟ ପୃଥିବୀରେ ଉନ୍ନତ ହେଉ।