Psalms 108:6 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ଏପରି କିଛି କର ଯେଉଁଥିରେ ତୁମ୍ଭର ପ୍ରିଯତମଗଣ ରକ୍ଷାପାଇବେ। ମାେ ପ୍ରାର୍ଥନାର ଉତ୍ତର ଦିଅ। ରକ୍ଷା କରିବାକୁ ତୁମ୍ଭର ମହାଶକ୍ତି ବ୍ଯବହାର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ତୁମ୍ଭର ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କରି ଆମ୍ଭମାନଙ୍କୁ ଉତ୍ତର ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ଏପରି କିଛି କର ଯେଉଁଥିରେ ତୁମ୍ଭର ପ୍ରିୟତମଗଣ ରକ୍ଷାପାଇବେ। ମୋ’ ପ୍ରାର୍ଥନାର ଉତ୍ତର ଦିଅ। ରକ୍ଷା କରିବାକୁ ତୁମ୍ଭର ମହାଶକ୍ତି ବ୍ୟବହାର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ତୁମ୍ଭର ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କରି ଆମ୍ଭମାନଙ୍କୁ ଉତ୍ତର ଦିଅ।
Odia IRV 2017 (ଓଡିଆ ବାଇବେଲ)
ଯେପରି ତୁମ୍ଭର ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କରି ଆମ୍ଭମାନଙ୍କୁ ଉତ୍ତର ଦିଅ।