Psalms 108:7 — Compare Translations

5 translations compared side by side

Odia - 1840
"ପରମେଶ୍ବର, ତାଙ୍କ ପବିତ୍ର ମନ୍ଦିରରେ ଉତ୍ତର ଦେଲେ, ମୁଁ ୟୁଦ୍ଧରେ ଜିତିବି ଏବଂ ଏହି ଜଯଲାଭରେ ଆନନ୍ଦିତ ହବେି। ଏବଂ ଏହି ଦେଶକୁ ମାରେ ଲୋକମାନଙ୍କ ମଧ୍ୟରେ ବାଣ୍ଟି ଦବେି। ମୁଁ ଶିଖିମ୍କୁ ସମାନଙ୍କେୁ ଦବେି। ସୁକ୍କୋତ ଉପତ୍ୟକାକୁ ସମାନଙ୍କେୁ ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵର ଆପଣା ପବିତ୍ରତାରେ କହିଅଛନ୍ତି; ଆମ୍ଭେ ଉଲ୍ଲାସ କରିବା; ମୁଁ ଶିଖିମକୁ ବିଭାଗ କରିବି ଓ ସୁକ୍କୋତ ଉପତ୍ୟକା ମାପିବି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର, ତାଙ୍କ ପବିତ୍ର ମନ୍ଦିରରେ ଉତ୍ତର ଦେଲେ, “ମୁଁ ଯୁଦ୍ଧରେ ଜିତିବି ଏବଂ ଏହି ଜୟଲାଭରେ ଆନନ୍ଦିତ ହେବି। ଏବଂ ଏହି ଦେଶକୁ ମୋର ଲୋକମାନଙ୍କ ମଧ୍ୟରେ ବାଣ୍ଟି ଦେବି। ମୁଁ ଶିଖି‌ମ୍‌କୁ ସେମାନଙ୍କୁ ଦେବି। ସୁ‌କ୍‌କୋତ ଉପତ୍ୟକାକୁ ସେମାନଙ୍କୁ ଦେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର ଆପଣା ପବିତ୍ରତାରେ କହିଅଛନ୍ତି; “ଆମ୍ଭେ ଉଲ୍ଲାସ କରିବା; ମୁଁ ଶିଖିମକୁ ବିଭାଗ କରିବି ଓ ସୁକ୍କୋତ ଉପତ୍ୟକା ମାପିବି।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ଆପଣା ପବିତ୍ରତାରେ କହିଅଛନ୍ତି; “ଆମ୍ଭେ ଉଲ୍ଲାସ କରିବା; ମୁଁ ଶିଖିମକୁ ବିଭାଗ କରିବି ଓ ସୁକ୍‍କୋତ ଉପତ୍ୟକା ମାପିବି।