Psalms 108:8 — Compare Translations

5 translations compared side by side

Odia - 1840
"ଗିଲିଯଦ୍ ମାରେ, ମନଃଶି ମାରେ, ଇଫ୍ରଯିମ ମାରେ ଶିରସ୍ତ୍ରାଣ, ଯିହୁଦା ମାରେ ରାଜଦଣ୍ଡ ସ୍ବରୂପ। ମାୟୋବ ମାରେ ପାଦର ପ୍ରକ୍ଷାଳନପାତ୍ର। ଇଦୋମ୍ ମାରେ ପାଦୁକା ବହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗିଲୀୟଦ ମୋହର; ମନଃଶି ମୋହର; ଇଫ୍ରୟିମ ମଧ୍ୟ ମୋʼ ମସ୍ତକର ଆଶ୍ରୟ; ଯିହୁଦା ମୋହର ରାଜଦଣ୍ତ ।
Odia Bible ERV 2004 (ପବିତ୍ର ବାଇବଲ)
ଗିଲିୟଦ୍ ମୋର, ମନଃଶି ମୋର, ଇଫ୍ରୟିମ ମୋର ଶିରସ୍ତ୍ରାଣ, ଯିହୁଦା ମୋର ରାଜଦଣ୍ଡ ସ୍ୱରୂପ। ମୋୟାବ ମୋର ପାଦର ପ୍ରକ୍ଷାଳନପାତ୍ର। ଇଦୋମ୍ ମୋର ପାଦୁକା ବହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗିଲୀୟଦ ମୋହର; ମନଃଶି ମୋହର; ଇଫ୍ରୟିମ ମଧ୍ୟ ମୋʼ ମସ୍ତକର ଆଶ୍ରୟ; ଯିହୁଦା ମୋହର ରାଜଦଣ୍ଡ।
Odia IRV 2017 (ଓଡିଆ ବାଇବେଲ)
ଗିଲୀୟଦ ମୋହର; ମନଃଶି ମୋହର; ଇଫ୍ରୟିମ ମଧ୍ୟ ମୋ’ ମସ୍ତକର ଆଶ୍ରୟ; ଯିହୁଦା ମୋହର ରାଜଦଣ୍ଡ।