Psalms 108:9 — Compare Translations
5 translations compared side by side
Odia - 1840
"ମୁଁ ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବି ଏବଂ ଜଯଧ୍ବନି କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋୟାବ ମୋʼ ପ୍ରକ୍ଷାଳନ-ପାତ୍ର; ଇଦୋମ ଉପରେ ମୁଁ ଆପଣା ପାଦୁକା ପକାଇବି । ପଲେଷ୍ଟୀୟ ଉପରେ ଜୟଧ୍ଵନି କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବି ଏବଂ ଜୟଧ୍ୱନି କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋୟାବ ମୋʼ ପ୍ରକ୍ଷାଳନ-ପାତ୍ର; ଇଦୋମ ଉପରେ ମୁଁ ଆପଣା ପାଦୁକା ପକାଇବି। ପଲେଷ୍ଟୀୟ ଉପରେ ଜୟଧ୍ୱନି କରିବି।”
Odia IRV 2017 (ଓଡିଆ ବାଇବେଲ)
ମୋୟାବ ମୋ’ ପ୍ରକ୍ଷାଳନ-ପାତ୍ର; ଇଦୋମ ଉପରେ ମୁଁ ଆପଣା ପାଦୁକା ପକାଇବି। ପଲେଷ୍ଟୀୟ ଉପରେ ଜୟଧ୍ୱନି କରିବି।