Psalms 109:10 — Compare Translations
5 translations compared side by side
Odia - 1840
"ତାଙ୍କର ଘର ଉଜୁଡ଼ି ଯାଉ। ସମାନେେ ସବୁ ଭିକାରୀ ହୁଅନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ସନ୍ତାନଗଣ ବାରବୁଲା ହୋଇ ଭିକ୍ଷା କରନ୍ତୁ ଓ ସେମାନେ ଆପଣା ଆପଣା ଉଜାଡ଼ ସ୍ଥାନରୁ ଆହାର ଅନ୍ଵେଷଣ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କର ଘର ଉଜୁଡ଼ି ଯାଉ। ସେମାନେ ସବୁ ଭିକାରୀ ହୁଅନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ସନ୍ତାନଗଣ ବାରବୁଲା ହୋଇ ଭିକ୍ଷା କରନ୍ତୁ ଓ ସେମାନେ ଆପଣା ଆପଣା ଉଜାଡ଼ ସ୍ଥାନରୁ ଆହାର ଅନ୍ୱେଷଣ କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ତାହାର ସନ୍ତାନଗଣ ବାରବୁଲା ହୋଇ ଭିକ୍ଷା କରନ୍ତୁ ଓ ସେମାନେ ଆପଣା ଆପଣା ଉଜାଡ଼ ସ୍ଥାନରୁ ଆହାର ଅନ୍ୱେଷଣ କରନ୍ତୁ।