Psalms 109:11 — Compare Translations
5 translations compared side by side
Odia - 1840
"ସେ ଋଣ ଦଇେଥିବା ଲୋକ ତାଙ୍କର ସର୍ବସ୍ବ ନଇଯାେଉ। ଏବଂ ବିଦେଶୀମାନେ ତାହାର ଶ୍ରମର ଫଳ ଲୁଟ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମହାଜନ ତାହାର ସର୍ବସ୍ଵ ଧରୁ; ଆଉ, ବିଦେଶୀମାନେ ତାହାର ଶ୍ରମର ଫଳ ଲୁଟ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଋଣ ଦେଇଥିବା ଲୋକ ତାଙ୍କର ସର୍ବଶ୍ୱ ନେଇଯାଉ। ଏବଂ ବିଦେଶୀମାନେ ତାହାର ଶ୍ରମର ଫଳ ଲୁଟ କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମହାଜନ ତାହାର ସର୍ବସ୍ୱ ଧରୁ; ଆଉ, ବିଦେଶୀମାନେ ତାହାର ଶ୍ରମର ଫଳ ଲୁଟ କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ମହାଜନ ତାହାର ସର୍ବସ୍ୱ ଧରୁ; ଆଉ, ବିଦେଶୀମାନେ ତାହାର ଶ୍ରମର ଫଳ ଲୁଟ କରନ୍ତୁ।