Psalms 109:12 — Compare Translations

5 translations compared side by side

Odia - 1840
"ମୁଁ ଆଶା କରେ ସମାନଙ୍କେୁ କହେି ଦୟା ନ କରନ୍ତୁ। ତାଙ୍କର ପିଲାମାନଙ୍କୁ କହେି ଦୟା ନ ଦଖାେନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ପ୍ରତି କୃପା ପ୍ରକାଶ କରିବାକୁ କେହି ନ ଥାଉ, କିଅବା ତାହାର ପିତୃହୀନ ସନ୍ତାନଗଣକୁ କେହି ଦୟା କରିବାକୁ ନ ରହୁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଆଶା କରେ ସେମାନଙ୍କୁ କେହି ଦୟା ନ କରନ୍ତୁ। ତାଙ୍କର ପିଲାମାନଙ୍କୁ କେହି ଦୟା ନ ଦେଖାନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ପ୍ରତି କୃପା ପ୍ରକାଶ କରିବାକୁ କେହି ନ ଥାଉ, କିଅବା ତାହାର ପିତୃହୀନ ସନ୍ତାନଗଣକୁ କେହି ଦୟା କରିବାକୁ ନ ରହୁ।
Odia IRV 2017 (ଓଡିଆ ବାଇବେଲ)
ତାହା ପ୍ରତି କୃପା ପ୍ରକାଶ କରିବାକୁ କେହି ନ ଥାଉ, କିଅବା ତାହାର ପିତୃହୀନ ସନ୍ତାନଗଣକୁ କେହି ଦୟା କରିବାକୁ ନ ରହୁ।