Psalms 109:13 — Compare Translations

5 translations compared side by side

Odia - 1840
"ତାଙ୍କର ସବୁ ସନ୍ତାନ-ସନ୍ତତି ମରନ୍ତୁ। ଗୋଟିଏ ପିଢ଼ି ଭିତରେ ତା'ର ନାମକୁ ଲୁପ୍ତ କରିଦିଅନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ବଂଶ ଉଚ୍ଛିନ୍ନ ହେଉ; ଆସନ୍ତା ପୁରୁଷରେ ସେମାନଙ୍କ ନାମ ଲୁପ୍ତ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କର ସବୁ ସନ୍ତାନ-ସନ୍ତତି ମରନ୍ତୁ। ଗୋଟିଏ ପିଢ଼ି ଭିତରେ ତା’ର ନାମକୁ ଲୁପ୍ତ କରିଦିଅନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ବଂଶ ଉଚ୍ଛିନ୍ନ ହେଉ; ଆସନ୍ତା ପୁରୁଷରେ ତାହାଙ୍କ ନାମ ଲୁପ୍ତ ହେଉ।
Odia IRV 2017 (ଓଡିଆ ବାଇବେଲ)
ତାହାର ବଂଶ ଉଚ୍ଛିନ୍ନ ହେଉ; ଆସନ୍ତା ପୁରୁଷରେ ତାହାଙ୍କ ନାମ ଲୁପ୍ତ ହେଉ।