Psalms 109:14 — Compare Translations
5 translations compared side by side
Odia - 1840
"ତାଙ୍କ ପିତୃ ଲୋକଙ୍କର ଅପରାଧ ସଦାପ୍ରଭୁଙ୍କ ମନରେ ଥାଉ ଓ ତାହାର ମାତାର ପାପ ପୋଛି ନ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ପିତୃଲୋକଙ୍କ ଅପରାଧ ସଦାପ୍ରଭୁଙ୍କ ସ୍ମରଣରେ ଥାଉ ଓ ତାହାର ମାତାର ପାପ ଲୁପ୍ତ ନ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କ ପିତୃ ଲୋକଙ୍କର ଅପରାଧ ସଦାପ୍ରଭୁଙ୍କ ମନରେ ଥାଉ ଓ ତାହାର ମାତାର ପାପ ପୋଛି ନ ହେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ପିତୃପୁରୁଷଙ୍କ ଅପରାଧ ସଦାପ୍ରଭୁଙ୍କ ସ୍ମରଣରେ ଥାଉ ଓ ତାହାର ମାତାର ପାପ ଲୁପ୍ତ ନ ହେଉ।
Odia IRV 2017 (ଓଡିଆ ବାଇବେଲ)
ତାହାର ପିତୃପୁରୁଷଙ୍କ ଅପରାଧ ସଦାପ୍ରଭୁଙ୍କ ସ୍ମରଣରେ ଥାଉ ଓ ତାହାର ମାତାର ପାପ ଲୁପ୍ତ ନ ହେଉ।