Psalms 109:15 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ସମାନଙ୍କେ ପାପକୁ ଚିରଦିନ ମନେ ପକାନ୍ତୁ, କିନ୍ତୁ ପୃଥିବୀରେ ଲୋକମାନେ ସହେି ପରିବାର ବିଷଯରେ ସମ୍ପୂର୍ଣ୍ଣ ଭାବରେ ଭୁଲିୟାଆନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଯେପରି ସେମାନଙ୍କ ସ୍ମରଣ ପୃଥିବୀରୁ ଉଚ୍ଛିନ୍ନ କରିବେ, ଏଥିପାଇଁ ସେମାନେ ତାହାଙ୍କ ସାକ୍ଷାତରେ ସର୍ବଦା ଥାଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସେମାନଙ୍କ ପାପକୁ ଚିରଦିନ ମନେ ପକାନ୍ତୁ, କିନ୍ତୁ ପୃଥିବୀରେ ଲୋକମାନେ ସେହି ପରିବାର ବିଷୟରେ ସମ୍ପୂର୍ଣ୍ଣ ଭାବରେ ଭୁଲିଯାଆନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଯେପରି ସେମାନଙ୍କ ସ୍ମରଣ ପୃଥିବୀରୁ ଉଚ୍ଛିନ୍ନ କରିବେ, ଏଥିପାଇଁ ସେମାନେ ତାହାଙ୍କ ସାକ୍ଷାତରେ ସର୍ବଦା ଥାଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଯେପରି ସେମାନଙ୍କ ସ୍ମରଣ ପୃଥିବୀରୁ ଉଚ୍ଛିନ୍ନ କରିବେ, ଏଥିପାଇଁ ସେମାନେ ତାହାଙ୍କ ସାକ୍ଷାତରେ ସର୍ବଦା ଥାଉନ୍ତୁ।