Psalms 109:16 — Compare Translations
5 translations compared side by side
Odia - 1840
"କାରଣ ସେ ଦୟାଳୁ ଭାବେ କାମ କରିବାକୁ ମନେ କରି ନ ଥିଲେ। ସେ ଅତ୍ଯାଚାର ଏବଂ ସେ ଗରିବ ଓ ଦରିଦ୍ର ଲୋକମାନଙ୍କୁ ମାରି ଦେଲେ। ଯେଉଁମାନେ ଦିନହୀନ ଓ ହତାଶ ହୁଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଦୟା ପ୍ରକାଶ କରିବାକୁ ସ୍ମରଣ କଲା ନାହିଁ । ମାତ୍ର ଦୁଃଖୀ ଓ ଦୀନହୀନ ଓ ଭଗ୍ନାନ୍ତଃକରଣ ଲୋକଙ୍କୁ ବଧ କରିବା ପାଇଁ ତାଡ଼ନା କଲା ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସେ ଦୟାଳୁ ଭାବେ କାମ କରିବାକୁ ମନେ କରି ନ ଥିଲେ। ସେ ଅତ୍ୟାଗ୍ଭର କରୁଥିଲେ ଏବଂ ସେ ଗରିବ ଓ ଦରିଦ୍ର ଲୋକମାନଙ୍କୁ ମାରି ଦେଲେ, ଯେଉଁମାନେ ଦିନହୀନ ଓ ହତାଶ ହୁଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଦୟା ପ୍ରକାଶ କରିବାକୁ ସ୍ମରଣ କଲା ନାହିଁ। ମାତ୍ର ଦୁଃଖୀ, ଦୀନହୀନ ଓ ଭଗ୍ନାନ୍ତଃକରଣ ଲୋକଙ୍କୁ ବଧ କରିବା ପାଇଁ ତାଡ଼ନା କଲା।
Odia IRV 2017 (ଓଡିଆ ବାଇବେଲ)
ସେ ଦୟା ପ୍ରକାଶ କରିବାକୁ ସ୍ମରଣ କଲା ନାହିଁ। ମାତ୍ର ଦୁଃଖୀ, ଦୀନହୀନ ଓ ଭଗ୍ନାନ୍ତଃକରଣ ଲୋକଙ୍କୁ ବଧ କରିବା ପାଇଁ ତାଡ଼ନା କଲା।