Psalms 109:18 — Compare Translations

5 translations compared side by side

Odia - 1840
"ଅଭିଶାପ ତା'ର ବସ୍ତ୍ର ହେଉ। ଅଭିଶାପ ସେ ପିଉଥିବା ପାଣି ହେଉ। ଅଭିଶାପ ତା'ର ଶରୀରର ତୈଳ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ସେ ବସ୍ତ୍ର ପରି ଅଭିଶାପ ପରିଧାନ କଲା, ପୁଣି ତାହା ଜଳ ପରି ତାହାର ଅନ୍ତରରେ ଓ ତୈଳ ପରି ତାହାର ଅସ୍ଥିରେ ପ୍ରବିଷ୍ଟ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅଭିଶାପ ତା’ର ବସ୍ତ୍ର ହେଉ। ଅଭିଶାପ ସେ ପିଉଥିବା ପାଣି ହେଉ। ଅଭିଶାପ ତା’ର ଶରୀରର ତୈଳ ହେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ସେ ବସ୍ତ୍ର ପରି ଅଭିଶାପ ପରିଧାନ କଲା, ପୁଣି, ତାହା ଜଳ ପରି ତାହାର ଅନ୍ତରରେ ଓ ତୈଳ ପରି ତାହାର ଅସ୍ଥିରେ ପ୍ରବିଷ୍ଟ ହେଲା।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ସେ ବସ୍ତ୍ର ପରି ଅଭିଶାପ ପରିଧାନ କଲା, ପୁଣି, ତାହା ଜଳ ପରି ତାହାର ଅନ୍ତରରେ ଓ ତୈଳ ପରି ତାହାର ଅସ୍ଥିରେ ପ୍ରବିଷ୍ଟ ହେଲା।