Psalms 109:19 — Compare Translations

5 translations compared side by side

Odia - 1840
"ଅଭିଶାପ ଦୁଷ୍ଟବ୍ଯକ୍ତି ବସ୍ତ୍ର ପରି ହେଉ ଓ ତାହାର ନିତ୍ଯ କଟୀବନ୍ଧନ ପରି ହେଉ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ତାହା ତାହାର ପରିଧେୟ ବସ୍ତ୍ର ପରି ଓ ତାହାର ନିତ୍ୟ କଟିବନ୍ଧନ ପରି ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ଅଭିଶାପ ଦୁଷ୍ଟବ୍ୟକ୍ତି ବସ୍ତ୍ର ପରି ହେଉ ଓ ତାହାର ନିତ୍ୟ କଟିବନ୍ଧନ ପରି ହେଉ।‌”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ତାହା ତାହାର ପରିଧେୟ ବସ୍ତ୍ର ପରି ଓ ତାହାର ନିତ୍ୟ କଟିବନ୍ଧନ ପରି ହେଉ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ତାହା ତାହାର ପରିଧେୟ ବସ୍ତ୍ର ପରି ଓ ତାହାର ନିତ୍ୟ କଟିବନ୍ଧନ ପରି ହେଉ।