Psalms 109:2 — Compare Translations
5 translations compared side by side
Odia - 1840
"ଦୁଷ୍ଟ ଲୋକମାନେ ମାେ ବିରୁଦ୍ଧରେ ମିଛ କହନ୍ତି। ସମାନେେ ଯେଉଁ କଥା କୁହନ୍ତି ତାହା ସତ୍ଯ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଲୋକମାନେ ମୋʼ ବିରୁଦ୍ଧରେ ଦୁଷ୍ଟତାରୂପ ମୁଖ ଓ ପ୍ରବଞ୍ଚନାରୂପ ମୁଖ ଫିଟାଇ ଅଛନ୍ତି । ସେମାନେ ମିଥ୍ୟାବାଦୀ ଜିହ୍ଵାରେ ମୋʼ ସଙ୍ଗେ କଥା କହିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟ ଲୋକମାନେ ମୋ’ ବିରୁଦ୍ଧରେ ମିଛ କହନ୍ତି। ସେମାନେ ଯେଉଁ କଥା କୁହନ୍ତି ତାହା ସତ୍ୟ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଲୋକମାନେ ମୋʼ ବିରୁଦ୍ଧରେ ଦୁଷ୍ଟତାରୂପ ମୁଖ ଓ ପ୍ରବଞ୍ଚନାରୂପ ମୁଖ ଫିଟାଇ ଅଛନ୍ତି। ସେମାନେ ମିଥ୍ୟାବାଦୀ ଜିହ୍ୱାରେ ମୋʼ ସଙ୍ଗେ କଥା କହିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ଲୋକମାନେ ମୋ’ ବିରୁଦ୍ଧରେ ଦୁଷ୍ଟତାରୂପ ମୁଖ ଓ ପ୍ରବଞ୍ଚନାରୂପ ମୁଖ ଫିଟାଇ ଅଛନ୍ତି। ସେମାନେ ମିଥ୍ୟାବାଦୀ ଜିହ୍ୱାରେ ମୋ’ ସଙ୍ଗେ କଥା କହିଅଛନ୍ତି।