Psalms 109:20 — Compare Translations

5 translations compared side by side

Odia - 1840
"ଏହା ମାରେ ଶତ୍ରୁଗଣ ମାେ ବିଷଯରେ କହନ୍ତି, ମୁଁ ଆଶାକରେ ମାେ ବିରୁଦ୍ଧରେ ୟିଏ ଦୁଷ୍ଟକତା କୁ ହେ ସଦାପ୍ରଭୁ ଏହିସବୁ ବିଷଯ ସହେି ଲୋକମାନଙ୍କ ପ୍ରତି କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କଠାରୁ ଆମ୍ଭ ବିପକ୍ଷଗଣର ଓ ଆମ୍ଭ ପ୍ରାଣ ବିରୁଦ୍ଧରେ ଦୁର୍ବାକ୍ୟବାଦୀମାନଙ୍କର ଏହି ଫଳ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ମୋର ଶତ୍ରୁଗଣ ମୋ’ ବିଷୟରେ କହନ୍ତି, ମୁଁ ଆଶାକରେ ମୋ’ ବିରୁଦ୍ଧରେ ଯିଏ ଦୁଷ୍ଟକଥା କୁହେ ସଦାପ୍ରଭୁ ଏହିସବୁ ବିଷୟ ସେହି ଲୋକମାନଙ୍କ ପ୍ରତି କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କଠାରୁ ଆମ୍ଭ ବିପକ୍ଷଗଣର ଓ ଆମ୍ଭ ପ୍ରାଣ ବିରୁଦ୍ଧରେ ଦୁର୍ବାକ୍ୟବାଦୀମାନଙ୍କର ଏହି ଫଳ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କଠାରୁ ଆମ୍ଭ ବିପକ୍ଷଗଣର ଓ ଆମ୍ଭ ପ୍ରାଣ ବିରୁଦ୍ଧରେ ଦୁର୍ବାକ୍ୟବାଦୀମାନଙ୍କର ଏହି ଫଳ।